ଟି୨୦ ବିଶ୍ୱକପ ୨୦୨୪ ପାଇଁ ଭାରତୀୟ ଦଳ ଘୋଷଣା

ଟି୨୦ ବିଶ୍ୱକପ ୨୦୨୪ ପାଇଁ ଭାରତୀୟ ଦଳ ଘୋଷଣା


ଆସନ୍ତା ଜୁନ ମାସରେ ହେବାକୁ ଥିବା ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ରୋହିତ ଶର୍ମାଙ୍କୁ ଅଧିନାୟକ କରାଯାଇଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ ଅଧିନାୟକ କରାଯାଇଛି । 
ଭାରତୀୟ ଦଳ: ରୋହିତ ଶର୍ମା(ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା(ଉପ ଅଧିନାୟକ), ବିରାଟ କୋହଲି, ଯଶଶ୍ୱୀ ଜୟସ୍ୱାଲ, ସୂର୍ଯ୍ୟକୁମାର ଯାଦବ, ସିବମ ଦୁବେ, ଅକ୍ଷର ପଟେଲ, କୁଲଦୀପ ଯାଦବ, ଯଶପ୍ରିତ ବୁମରା, ମହମ୍ମଦ ସିରାଜ, ରବୀନ୍ଦ୍ର ଜାଡେଜା, ଋଷବ ପନ୍ତ ଓ ସଞ୍ଜୁ ସାମସନ(ୱିକେଟ କିପର), ୟଜୁବେନ୍ଦ୍ର ଚହଲ, ଅର୍ଶଦୀପ ସିଂ, (ଶୁବମାନ ଗିଲ, କେ ଅହମ୍ମଦ, ରିଙ୍କୁ ସିଂ ଓଅଭେଶ ଖାନ)-ଷ୍ଟାଣ୍ଡ ବାଏ